You are currently viewing ଦେଶରେ ୪୦୧୨୦ ଜଣ ଆକ୍ରାନ୍ତ ଚିହ୍ନଟ

ଦେଶରେ ୪୦୧୨୦ ଜଣ ଆକ୍ରାନ୍ତ ଚିହ୍ନଟ


ନୂଆଦିଲ୍ଲୀ,୧୩/୦୮: ଦେଶରେ ଦୈନିକ ସଂକ୍ରମଣ ୫୦ ହଜାର ତଳକୁ ଖସିଛି ।ଦେଶରେ ୨୪ ଘଣ୍ଟା ମଧ୍ୟରେ ୫୮୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୦୧୨୦ ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ଏହାକୁ ମିଶାଇ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୩୨୧୧୭୮୨୬ରେ ପହଞ୍ଚିଛି । ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୦ ଟପିଛି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ବିଭାଗ ସୂଚନା ଦେଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।