ନୂଆଦିଲ୍ଲୀ, ୨୦୨୧ ବର୍ଷରେ ମାର୍ଚ୍ଚରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଦେଶ ଯାତ୍ରା ଆରମ୍ଭ ହେବାକୁ ଯାଉଛି ବୋଲି ସୂଚନା ମିଳିଛି । ତେବେ କରୋନା ମହମାରୀ ପାଇଁ ମୋଦିଙ୍କ ବିଦେଶ ଯାତ୍ରା ବନ୍ଦ ଥିଲା । ମୋଦିଙ୍କ ବିଦେଶ ଗସ୍ତ ଭାରତୀୟ ବୈଦେଶିକ ନୀତିର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ଆନ୍ତର୍ଜାତୀୟ ସ୍ତରରେ ଅନେକ କାର୍ଯ୍ୟକ୍ରମ ମାନ ରହିଛି । ପ୍ରଥମେ ବାଂଲାଦେଶକୁ ଗସ୍ତ କରିବେ ବୋଲି ସୂଚନା ମିଳିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍