ନୂଆଦିଲ୍ଲୀ, କୃଷି ଆଇନକୁ ବିରୋଧ କରି କୃଷକଙ୍କ ଆନ୍ଦୋଳନ ୫୪ଦିନରେ ପହଞ୍ଚିଛି । କେନ୍ଦ୍ର ସରକାର ଓ କୃଷକଙ୍କ ମଧ୍ୟରେ ଏକାଧିକ ବାର ବୈଠକ ହୋଇସାରିଛି କିନ୍ତୁ ଏପର୍ଯ୍ୟନ୍ତ କୌଣସି ଫଳାଫଳ ବାହାରି ପାରିନାହିଁ । ଏହାରି ମଧ୍ୟରେ ପୁଣିଥରେ ଆଜି କୃଷକମାନେ ଟ୍ରାକ୍ଟର ରାଲି କରି ନିଜର ଦାବି ଉପସ୍ଥାପନା କରିଛନ୍ତି । କିନ୍ତୁ ସୁପ୍ରିମକୋର୍ଟ ଶୁଣାଣୀଙ୍କୁ ଘୁଞ୍ଚାଇଛନ୍ତି । ଆସନ୍ତା ବୁଧବାର ଶୁଣାଣୀ କରିବେ ସୁପ୍ରିମକୋର୍ଟ ବୋଲି ସୂଚନା ମିଳିଛି ।
ଗୋଟାଏ ଦିନରେ କୋଟିପତି ହେଲେ ଦିନ ମଜୁରିଆଆଜିଠୁ ରାଜ୍ୟରେ ବୁଲିଲା ୩୪ ସାଇବର ସୁରକ୍ଷା ରଥ, ଅକ୍ଟୋବର ୧୫ ଯାଏଁ କରେଇବ ସଚେତନବିହାରରେ ସରିଲା ଜାତିଗତ ଗଣନା, ରିପୋର୍ଟ ଜାରି କଲେ ସରକାରଅମିତ ଶାହାଙ୍କୁ ଭେଟିଲେ ସୌମ୍ୟସକ୍ରିୟ ଲଘୁଚାପ: ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ବାରଣଆଜି ମଧ୍ୟପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ, ଉଦଘାଟନ କରିବେ ଦିଲ୍ଲୀ-ଭଦୋଦରା ଏକ୍ସପ୍ରେସଆଜି ମହାତ୍ମା ଗାନ୍ଧି ଓ ଶାସ୍ତ୍ରୀଙ୍କ ଜୟନ୍ତୀଆଜିଠୁ ରାଜ୍ୟର ୪ ଜିଲ୍ଲାରେ ଆରମ୍ଭ ହେବ ଲକ୍ଷ୍ମୀ ବସ ସେବା; ମୁଖ୍ୟମନ୍ତ୍ରୀ କରିବେ ଶୁଭାରମ୍ଭକଟକ ବଡ଼ ମେଡିକାଲରେ ପାଣି ସମସ୍ୟା; ରୋଗୀ ହନ୍ତସନ୍ତଅନଲାଇନ ଗେମ୍ ହେଲା ମହଙ୍ଗା; ଲାଗୁ ହେଲା ୨୮% GST