ତାଇୱାନ, ପୂର୍ବ ତାଇୱାନରେ ଘଟିଛି ଏକ ମର୍ମଦୁନ୍ତ ରେଳ ଦୁର୍ଘଟଣା । ଟ୍ରେନଟି ଟ୍ରାକରେ ଯାଇଥିବା ସମୟରେ ହଠାତ୍ ଲାଇନଚ୍ୟୁତ ହୋଇ ଓଲଟି ପଡିଛି । ଫଳରେ ଦୁର୍ଘଟଣାରେ ୩୬ ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ପ୍ରାୟ ୭୨ରୁ ଅଧିକ ଯାତ୍ରୀ ଏହି ଦୁର୍ଘଟଣାରେ ଆହତ ହୋଇଥିବା ସୂଚନା ରହିଛି । ସମସ୍ତ ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଟ୍ରେନଟିରେ ସମୁଦାୟ ୩୫୦ ଯାତ୍ରୀ ରହିଥିଲେ ।
ଏଠାରେ ସୂଚନାଯୋଗ୍ୟ ଯେ, ଟ୍ରେନଟି ତାଇପେଇରୁ ତାଇତୁଙ୍ଗକୁ ଯାତ୍ରା କରୁଥିଲା । କିଛି କାରଣ ବଶତଃ ଟ୍ରେନଟି ଟ୍ରାକରୁ ହଟିଯାଇଥିଲା । ତେଣୁ ଲାଇନଚ୍ୟୁତ ହେବା ଫଳରେ ଏଭଳି ଦୁର୍ଘଟଣା ଘଟିଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍