ପଞ୍ଜାବ: ପଞ୍ଜାବର ଅଟ୍ଟାରି ସୀମାନ୍ତରେ ଭାରତୀୟ ସୀମା ଭିତରକୁ ପ୍ରବେଶ ଉଦ୍ୟମ କରୁଥିବା ଉଦ୍ୟମ ବେଳେ ବିଏସଏଫ ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ଦୁଇଜଣ ଅନୁପ୍ରବେଶକାରୀ । ସେମାନଙ୍କ ପାଖରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଅନୁପ୍ରବେଶ ଉଦ୍ୟମ ବେଳେ ସେମାନଙ୍କୁ ବିଏସଏଫ ଯବାନଙ୍କ ପକ୍ଷରୁ ସତର୍କତା ସୂଚନା ଦିଆଯାଇଥିଲା । କିନ୍ତୁ ସେମାନେ ଏହାକୁ ମାନି ନଥିଲେ ଓ ଶେଷରେ ଯବାନଙ୍କ ପକ୍ଷରୁ ଗୁଳିଚାଳନା କରାଯାଇଥିଲା ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ