ନୂଆଦିଲ୍ଲୀ, କେନ୍ଦ୍ରମନ୍ତ୍ରୀ ଶ୍ରୀପଦ ନାୟକ ଓ ତାଙ୍କ ପତ୍ନୀ ଏକ ଦୁର୍ଘଟଣାର ଶିକାର ହୋଇଛନ୍ତି । ଏଥିରେ ତାଙ୍କ ପତ୍ନୀଙ୍କର ମୃତ୍ୟୁ ହୋଇଥିବାବେଳେ, ମନ୍ତ୍ରୀ ଆହତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସୂଚନାଥାଉକି, ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ ମନ୍ତ୍ରୀ ଶ୍ରୀପଦ ନାୟକ ଓ ତାଙ୍କ ପତ୍ନୀ ବିଜୟା ନାୟକ । ଦୁର୍ଘଟଣା ପରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଦୁଃଖର ବିଷୟ ଯେ, ସେଠାରେ ପତ୍ନୀ ବିଜୟାଙ୍କ ମୃତ୍ୟୁ ହୋଇଥିଲା । ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ