ନୂଆଦିଲ୍ଲୀ ୦୬/୦୮, ଆଜି ସକାଳ ୧୦ଟାରୁ ୧୬ତମ ଉପରାଷ୍ଟ୍ରପତି ପଦବୀ ତଥା ରାଜ୍ୟସଭା ଉପାଧ୍ୟକ୍ଷ ପାଇଁ ସଂସଂଦର କେନ୍ଦ୍ରୀୟ ହଲରେ ଆରମ୍ଭ ହୋଇଛି ମତଦାନ । ଏହି ମତଦାନ ପ୍ରକ୍ରିୟା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ । ଏନଡିଏ ତରଫରୁ ଜଗଦୀପ ଧନକଳ୍ଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରାଯାଇଥିବା ବେଳେ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ହୋଇଛନ୍ତି ମାର୍ଗରେଟ ଆଲଭା । ସଂସଦର ମନୋନୀତ ସଭ୍ୟଙ୍କ ବ୍ୟତୀତ ଅନ୍ୟ ସାଂସଦ ମାନେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଭୋଟ ଦେବେ । ବର୍ତ୍ତମାନର ଉପରାଷ୍ଟ୍ରପତି ଥିବା ଭେଙ୍କେୟା ନାଇଡୁଙ୍କ କାର୍ଯ୍ୟକାଳ ସରିଯାଉଥିବାରୁ ଦେଶରେ ଉପରାଷ୍ଟ୍ରପତି ନିର୍ବାଚନ ହୋଇଛି । ଆଜି ସଂନ୍ଧ୍ୟା ୫ଟାରେ ମତଦାନ ସରିବା ପରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବା ବୋଲି ଜଣାପହଇଥିବା ବେଳେ ଏନଡିଏ ପ୍ରାର୍ଥୀ ଧନକରଙ୍କର ପଲା ଭାରି ରହିଛି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ