ଦିଲ୍ଲୀ ୧୭/୦୫, ବିଶ୍ୱ ଉଚ୍ଚ ରକ୍ତଚାପ ଦିବସରେ ଚିନ୍ତା ବଢ଼ାଇଛି ଛୋଟ ପିଲାଙ୍କ ମଧ୍ୟରେ ଦେଖାଦେଇଥିବା ଉଚ୍ଚ ରକ୍ତଚାପ ସମସ୍ୟା । ବିଶେଷଜ୍ଞଙ୍କ କହିବା ଅନୁସାରେ ସାରା ବିଶ୍ୱରେ ୩ପ୍ରତିଶତରୁ ୬ପ୍ରତିଶତ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରାକ୍ତଚାପ ପରି ସମସ୍ୟା ଦେଖିବାକୁ ମିଳୁଛି । ଆଉ ଏଥିପାଇଁ ବଦଳୁଥିବା ଜୀବନଶୈଳୀକୁ ଦାୟୀ କରାଯାଇଛି । ଏହାସହ ମୋଟାପଣ ଯୋଗୁଁ ମଧ୍ୟ ଅନେକ କ୍ଷେତ୍ରରେ ଶିଶୁ ଓ କିଶୋରଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେଉଛି ।୧୨ରୁ ୧୬ବର୍ଷ ବୟସର ପିଲାଙ୍କ ମଧ୍ୟରେ ଏହି ସମସ୍ୟା ଅଧିକ ଦେଖିବାକୁ ମିଳୁଛି । ତେବେ ଅସ୍ୱାଭାବିକ ହୃଦସ୍ପନ୍ଦନ, ମୁଣ୍ଡବ୍ୟଥା ଓ ନିଶ୍ୱାସପ୍ରଶ୍ୱାସରେ ସମସ୍ୟାରେ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କୁ ପରାମର୍ଶ କରିବାକୁ ବିଶେଷଜ୍ଞ ଡାକ୍ତର ପରାମର୍ଶ ଦେଇଛନ୍ତି । ସେହିପରି ଚାପଗ୍ରସ୍ତ ପରିବେଶ ଓ ଖାଦ୍ୟପେୟରେ ସନ୍ତୁଳନ ନରଖିବା ବି ଏହାର କାରଣ ତେଣୁ ଶୃଙ୍ଖଳିତ ଜୀବନଯାପନ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଛନ୍ତି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ