ଗ୍ବାଲିୟର, ନୂଆ ରାସ୍ତାରେ ମଇଁଷି ମଳତ୍ୟାଗ କରିବାରୁ ମାଲିକଙ୍କୁ ଏଥି ନିମନ୍ତେ ଦଣ୍ଡ ଗଣିବାକୁ ପଡ଼ିଛି । ଏଭଳି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଗ୍ବାଲିୟରରେ । ସୂଚନା ଅନୁସାରେ, ଗ୍ବାଲିୟରରେ ଡି.ବି.ସିଟି ରୋଡ୍ ନିର୍ମାଣ କରାଯାଉଥିଲା । ସେହି ସମୟରେ ରାସ୍ତାରେ ଯାଉଥିବା ମଇଁଷି ମଳତ୍ୟାଗ କରିଥିଲା । ଯେଉଁଥିପାଇଁ ନଗର ନିଗମର କମିଶନର ସନ୍ଦୀପ ମାକିନ୍ ମଇଁଷି ମାଲିକଙ୍କୁ 10,000 ଟଙ୍କା ଜରିମାନା ଦଣ୍ଡାଦେଶ କରିଥିଲେ । ମଇଁଷି ମାଲିକଙ୍କୁ ଯଥାଶୀଘ୍ର ଜରିମାନା ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଣିକି ଆଗକୁ ମଧ୍ୟ ରାସ୍ତା ଅପରିଷ୍କାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜେନେରାଲ ଅଧିକାରୀ ସୂଚନା ଦେଇଛନ୍ତି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ