You are currently viewing ଆଜି ଆଉ ୧୦ ଆକ୍ରାନ୍ତଙ୍କ  ମୃତ୍ୟୁ
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ଆଜି ଆଉ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ

ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯ରେ ପହଞ୍ଚିଛି । ଗଞ୍ଜାମରେ ୪ , ଖୋର୍ଦ୍ଧାରେ ୨ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରେ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।