You are currently viewing ଆଜି କରୋନାରେ ଗଲା ୧୦ ଜୀବନ
Municipal workers in protective gear carry the body a woman who died due to coronavirus disease (COVID-19), for her cremation at a crematorium in Ahmedabad, India, April 17, 2020. REUTERS/Amit Dave

ଆଜି କରୋନାରେ ଗଲା ୧୦ ଜୀବନ

ରାଜ୍ୟରେ ଆଜି ୧୬୯୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।