You are currently viewing ଆଜି କରୋନା ନେଲା ପୁଣି ୯ମୁଣ୍ଡ
In the Hospital Sick Male Patient Sleeps on the Bed. Heart Rate Monitor Equipment is on His Finger.

ଆଜି କରୋନା ନେଲା ପୁଣି ୯ମୁଣ୍ଡ

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।