ଭୁବନେଶ୍ୱର, ରାଜ୍ୟରେ ଆଜି ୨୫୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଳାର ସର୍ବାଧିକ ୪, ଖୋର୍ଦ୍ଧାରୁ ୨, ସୁନ୍ଦରଗଡ଼ରୁ ୨, ଭଦ୍ରକ ଓ ବରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ