ଭୁବନେଶ୍ୱର, ଆଜି ରାଜ୍ୟରେ ଆଉ ୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧାରୁ ୨, କଳାହାଣ୍ଡି, ମୟୂରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଚାଲିଛି ନୂଆ ସଂସଦ ଭବନର ଉଦଘାଟନହୋଟେଲରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟଆଶ୍ୱସ୍ତି ଦେଇଛି କାଳବୈଶାଖୀରାସ୍ତା ସଫା କର ବିଜୁଳି ସଂଯୋଗ ଦିଅକାଳବୈଶାଖୀ ବର୍ଷା ଆଣିଲା ଆଶ୍ୱସ୍ତିଏଥର ମାଗଣା wifi ଓ 1 GB ଡାଟାANS NEWS SUPERFAST [email protected]ଆମ୍ବ ଗୋଟେଇବା ହେଲା କାଳକାହିଁକି ହତ୍ୟା କଲା ଗୋପାଳ ଦାସ ?ରେମୁଣା ଗୋଲେଇ ଛକରେ ଫୁଟିଲା ଗୁଳି