ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ରାୟଗଡାରୁ ୨, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣଙ୍କର ମୃତ୍ୟୁ ଘଟିଛି । ଭୁବନେଶ୍ୱରରେ ୫ ବର୍ଷର ବାଳକର କରୋନା ଜନିତ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା