ଭୁବନେଶ୍ୱର, ରାଜ୍ୟରେ ଆଜି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭANS NEWS SUPERFAST [email protected]ଗୋଟେ ଲିମିଟ୍ ଠାରୁ ଅଧିକ ଲୁଣ ସାଜିପାରେ ମୃତ୍ୟୁର କାରଣ