ଆଜି ରାଜ୍ୟରେ ଆକ୍ରାନ୍ତ ଙ୍କ ସଂଖ୍ୟା ୧୩୩୭ ରେ ପହଞ୍ଚିଥିଲା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ, କରୋନା ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଇବାରେ ଲାଗିଛି। ଏଥିମଧ୍ୟରେ ଆଜିର ମୃତକ ସଂଖ୍ୟାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୬ କୁ ବୃଦ୍ଧି ପାଇଛି। ମୃତକ ମାନଙ୍କ ମଧ୍ୟରୁ ୫ଜଣ ଗଞ୍ଜାମର, ଜଣେ ଲେଖାଏଁ ସୁନ୍ଦରଗଡ, ଗଜପତି, କେଉଁଝର ଏବଂ ଖୋର୍ଦ୍ଧାର ଅଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନ ଶିକ୍ଷକ ଗିରଫରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭ