You are currently viewing ଆଜି ପୁଣି ବାହାରିଲେ ୩୯୨୨ ଆକ୍ରାନ୍ତ

ଆଜି ପୁଣି ବାହାରିଲେ ୩୯୨୨ ଆକ୍ରାନ୍ତ

ଭୁବନେଶ୍ୱର, ରାଜ୍ୟର ୩୦ ଜିଲ୍ଲାରୁ ୩୯୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩୦୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧୬୧୩ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୦୯,୩୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।