ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୧୩୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଗଞ୍ଜାମରୁ ଆଜି ସର୍ବାଧିକ ୬ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଖୋର୍ଦ୍ଧାରୁ ୨, ଗଜପତି ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୦କୁ ବୃଦ୍ଧି ପାଇଛି ।
୫ଟି ସଚିବଙ୍କ ମଧୁ ସ୍ମୃତି ପୀଠ ପରିଦର୍ଶନବିହାରରେ ବ୍ୟାପକ ହିଂସାANS NEWS SUPERFAST [email protected]ସାଉଦିଆରବରେ ପ୍ରବାସୀ ଓଡିଆଙ୍କ ଦ୍ୱାରା ପାଳିତ ହେଲା ଉତ୍କଳ ଦିବସନକଲି ସାର୍ଟିଫିକେଟ ମାମଲାରେ ବଲାଙ୍ଗୀର ଯାଇ ତଦନ୍ତ କରିବ କ୍ରାଇମବ୍ରାନଞ୍ଚମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନଙ୍କ ଝିଅକୁ ହତ୍ୟା ଧମକସ୍ୱାସ୍ଥ୍ୟପାଇଁ ଉପକାରୀ ଆମ୍ବପତ୍ରନାରୀ ବେଶରେ ପୁରୁଷ କରନ୍ତି ପୂଜାବନ୍ଦ ହୋଇଗଲା ବିଧାନସଭାର ବଜେଟ ଅଧିବେଶନଭୁବନେଶ୍ୱରରୁ ଦୁବାଇକୁ ଉଡିବ ବିମାନ