You are currently viewing ଆଜି ପୁଣି ୧୩ ଜୀବନ ନେଲା କରୋନା

ଆଜି ପୁଣି ୧୩ ଜୀବନ ନେଲା କରୋନା

ଭୁବନେଶ୍ୱର, ରାଜ୍ୟରେ ଆଜି ଆଉ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼ ଓ ସମ୍ବଲପୁରରୁ ୩ଜଣ ଲେଖାଏଁ, କଟକ ଓ ଗଞ୍ଜାମରୁ ୨ଜଣ ଲେଖାଏଁ, କେନ୍ଦୁଝର, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।