You are currently viewing ଆଜି ପୁଣି ୧୨୦୧ ଆକ୍ରାନ୍ତ ଚିହ୍ନଟ
Computer image of a coronavirus

ଆଜି ପୁଣି ୧୨୦୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୧୨୦୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୯୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୪ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୯୪,୪୧୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।