You are currently viewing ଆଜି ପୁଣି ୩୦୨୫ ଆକ୍ରାନ୍ତ ଚିହ୍ନଟ

ଆଜି ପୁଣି ୩୦୨୫ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ହୁ ହୁ ହୋଇ ମାଡିଚାଲିଛି କରୋନା ମହାମାରୀ । ରାଜ୍ୟରେ ଆଜି ପୁଣି ୩୦୨୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୪୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧,୧୮୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୦୬,୫୬୧ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟମାନଙ୍କୁ ଜଣାନ୍ତୁ।