ରାଜ୍ୟରେ ଆଜି ପୁଣି ୫୨୭ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪କୁ ବୃଦ୍ଧି ପାଇଛି । ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୩୩୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୬ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତୁଟିଲାନି ବିବାଦ: ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣା ସହ ବନ୍ଦ ଏକ ନମ୍ବର ହାଟସୁନ୍ଦରଗଡ଼ ପରେ ପୁରୀ ଜିଲ୍ଲାରେ ସ୍କ୍ରବଟାଇଫସକୁ ନେଇ ଚିନ୍ତା, ୧୨୦ ପଜିଟିଭଆଜିଠୁ ଓ୍ବାର୍ମଅପ୍ ମ୍ୟାଚ୍, ବିଶ୍ୱକପ୍ ନେଇ କାଉଣ୍ଟଡାଉନ୍ଭୁବନେଶ୍ୱର ପରେ ପୁଣି ବାରିପଦାରେ ଶିଶୁ ବଦଳ ଅଭିଯୋଗ, DNA ଟେଷ୍ଟ ପାଇଁ ଦାବିପ୍ରକାଶ ପାଇବ ଆଜି ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ରାୟଦାନା ବାନ୍ଧୁଛି ଲଘୁଚାପ, ୩୦ ରୁ ପ୍ରବଳ ବର୍ଷା ଚିନ୍ତାରେ ଆମେରିକା, ଉ. କୋରିଆର ପରମାଣୁ ଶକ୍ତି ବୃଦ୍ଧିରାଜ୍ୟର ୧୫ ଜିଲ୍ଲା ଭୂକମ୍ପପ୍ରବଣ, ସୂଚନା ଦେଲେ ମନ୍ତ୍ରୀ ବିଧାନସଭାରେ ବାଚସ୍ପତିଙ୍କୁ ଫିଙ୍ଗିଲେ ଡାଲି, ନିଲମ୍ବିତ ହେଲେ ଦୁଇ ବିଜେପି ବିଧାୟକଶେଷ ନିଶ୍ବାସ ତ୍ୟାଗ କଲେ ଅଭିନେତା ମିଚେଲ୍ ଗାମ୍ବେନ୍