You are currently viewing ଆଜି ପୁଣି ୫୭୦ ଚିହ୍ନଟ

ଆଜି ପୁଣି ୫୭୦ ଚିହ୍ନଟ

ସାରା ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୫୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୩୮୪ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।