You are currently viewing ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୦ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୫୧୩୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।