You are currently viewing ଆଜି ୧୦ଆକ୍ରାନ୍ତ ମୃତ
Hyderabad: Medical workers attend to a suspected coronavirus patient (L), who travelled from Dubai, as he is shifted to the isolation ward of Gandhi Hospital, in Hyderabad, Thursday, March 19, 2020. (PTI Photo)(PTI19-03-2020_000132B)

ଆଜି ୧୦ଆକ୍ରାନ୍ତ ମୃତ

ଭୁବନେଶ୍ୱର, ଆଜି ରାଜ୍ୟରେ ୩୯୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଟକରୁ ୨, ଗଞ୍ଜାମ, ବାଲେଶ୍ୱର, କଳାହାଣ୍ଡି, ମୟୂରଭଞ୍ଜ ଓ ସୁବର୍ଣ୍ଣପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।