ରାଜ୍ୟର ୨୮ଜିଲ୍ଲାରୁ ୧୦୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୬୬୨ ଓ ୪୦୬ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୧୭୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଝଗଡ଼ା ହେବାରୁ ରାସ୍ତାରେ ପିଲାକୁ ଛାଡ଼ି ପଳାଇଲେ ମା ବାପା ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁ