You are currently viewing ଆଜି ୧୨୦୩ ଆକ୍ରାନ୍ତ ଚିହ୍ନଟ

ଆଜି ୧୨୦୩ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୨୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୪୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ହଜାର ୩୭୮ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।