ଭୁବନେଶ୍ୱର, ରାଜ୍ୟରେ ଆଜି ସର୍ବାଧିକ ୧୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା, କଟକ, ମାଲକାନଗିରି ଓ ଜଗତସିଂହପୁରରୁ ୨ଜଣ ଲେଖାଏଁ, ବରଗଡ଼, ପୁରୀ, ସୁନ୍ଦରଗଡ଼, ଯାଜପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା