ରାଜ୍ୟରେ ଆଜି୨୮ ଜିଲ୍ଲାରୁ ୧୬୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୦୧୮ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୨୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪୧୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ