ଭୁବନେଶ୍ୱର, ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୪୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ