You are currently viewing ଆଜି ୩୦ ଜିଲ୍ଲାରୁ ୩୨୫୨ ଆକ୍ରାନ୍ତ ଚିହ୍ନଟ

ଆଜି ୩୦ ଜିଲ୍ଲାରୁ ୩୨୫୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ଦିନକୁ ଦିନ ରାଜ୍ୟରେ କରୋନା ମହାମାରୀ ବଢ଼ିବାରେ ଲାଗିଛି। ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୨୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୯୮୭ ଓ ସ୍ଥାନୀୟ ଅଞ୍ଚଳରୁ ୧୨୬୫ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୭୯୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।