ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୩୨୬ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୪୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ୩୩୨୬ ଆକ୍ରାନ୍ତ ଚିହ୍ନଟ
- Post published:October 4, 2020
- Post category:ଓଡିଶା
- Reading time:1 mins read