You are currently viewing ଆଜି ୪୨୪୨ ଆକ୍ରାନ୍ତ ଚିହ୍ନଟ

ଆଜି ୪୨୪୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୪୨୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୦୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୮୪,୧୨୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।