You are currently viewing ଆଜି ୪୨୭୦ ଆକ୍ରାନ୍ତ ଚିହ୍ନଟ

ଆଜି ୪୨୭୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ରାଜ୍ୟରେ ଆଜି ୩୦ ଜିଲ୍ଲାରୁ ୪୨୭୦ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୭୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୭୯୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟମାନଙ୍କୁ ଜଣାନ୍ତୁ।