ଭୁବନେଶ୍ୱର, ରାଜ୍ୟର ୩୦ ଜିଲ୍ଲାରୁ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨୯ ସଙ୍ଗରୋଧ କେନ୍ଦ୍ରରୁ ଓ ୧୮୨୭ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫୪୫୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ