ଆଜି ରାଜ୍ୟରେ ୫୪୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୨୮୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ୨୩ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଏମାନଙ୍କ ଭିତରୁ ୩୫୪ଜଣ ସଙ୍ଗରୋଧ କେନ୍ଦ୍ରର ହୋଇଥିବା ବେଳେ ୧୮୯ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା