ରାଜ୍ୟରେ ଆଜି ଆଉ ୫ଜଣଙ୍କର ମୃତ୍ୟୁ ଘଟିଥିବା ନେଇ ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧କୁ ବୃଦ୍ଧି ପାଇଛି । ମୃତ୍ୟୁ ହୋଇଥିବା ୫ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ୩, ଜଗତସିଂହପୁର ଓ ସୁନ୍ଦରଗଡ଼ରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡ଼ରେ ମୃତ୍ୟୁ ସଂଖ୍ୟା ୨କୁ ବୃଦ୍ଧି ପାଇଥିବା ବେଳେ ଜଗତସିଂହପୁରରେ ଏହା ପ୍ରଥମ କରୋନା ଜନିତ ମୃତ୍ୟୁ ବୋଲି ଜଣାପଡ଼ିଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାହୁଲ ଗାନ୍ଧୀଙ୍କ ପାଇଁ ବଢିଲା ଅଡୁଆନବରାତ୍ରୀରେ ଘର ପାଇଁ କିଣନ୍ତୁ ଏହି ୫ଟି ଜିନିଷକୂଅରେ ପଡିଲେ ୨୫ରୁ ଅଧିକ ଭକ୍ତକର୍ଣ୍ଣାଟକ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣାANS NEWS SUPERFAST [email protected]ଆଜିଠୁ ପୁରୀରେ ଆରମ୍ଭ ସାହିଯାତବଢୁଛି କରୋନା ସଂକ୍ରମଣଘୃଣା ଭାଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ ବୟାନରଥଯାତ୍ରା ପାଇଁ ଗଞ୍ଜାମ ଉତ୍ତର ଘୁମୁସର ବନ ଖଣ୍ଡରୁ କାଠକଟା ଆରମ୍ଭକ୍ୟାମେରା ଲେନସରେ କଏଦ ହେଲା ବାଘ