ଭୁବନେଶ୍ୱର, ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ