ରାଜ୍ୟର ସବୁଠାରୁ ଗଞ୍ଜାମ ଜିଲ୍ଳା କରୋନା ପାଇଁ ବେଶି ପ୍ରଭାବିତ । ତେଣୁ ବ୍ରହ୍ମପୁର ଏମକେସିଜି ମେଡିକାଲର OPD ବନ୍ଦ କରାଯିବ। କେବଳ ଗୁରୁତର ରୋଗୀଙ୍କୁ OPD କୁ ଯିବାକୁ ଅନୁମତି ଦିଆଯିବ। କରୋନା ସଂକ୍ରମଣ ଦୃଷ୍ଟିରୁ ଗଂଜାମ ଜିଲ୍ଲାପାଳ ଏହିପରି ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟ ଫାଟକକୁ ଛାଡ଼ି ଅନ୍ୟ ସମସ୍ତ ପ୍ରବେଶ ପଥ ବନ୍ଦ କରାଯିବ। ରୋଗୀଙ୍କ ସହ କେବଳ ଜଣେ ସମ୍ପର୍କୀୟଙ୍କୁ ଭିତରକୁ ଯିବାକୁ ଅନୁମତି ମିଳିବ। ଏଥିସହିତ ଗତକାଲି ଜୁଲାଇ ୯ରୁ ୧୩ଯାଏଁ ଗଞ୍ଜାମର ସବୁ ସହରାଞ୍ଚଳ ସଟଡ଼ାଉନ ରହିବା ନେଇ ଘୋଷଣା ହୋଇଥିଲା ।
ANS NEWS SUPERFAST [email protected]ଘୋଷଣା ହେଲା ଝାରସୁଗୁଡ଼ା ଉପନିର୍ବାଚନ ତାରିଖସାବରକରଙ୍କ ବିରୋଧରେ ଟିପ୍ସଣୀ ଦେବେନି ରାହୁଲ ଗାନ୍ଧୀଆଙ୍ଗୁଠି ଫୁଟାଇବା ହୋଇପାରେ କ୍ଷତିକାରକଦୂର ହେବ ଶୀତଳ ଭଣ୍ଡାର ସମସ୍ୟାଗାଡି ଚଲାଇ ଧରାପଡିଲେ ନାବାଳକଏନସିପି ନେତା ଫେରିପାଇଲେ ସାଂସଦ ପଦମେ ୧୦ରେ କର୍ଣ୍ଣାଟକରେ ବିଧାନସଭା ଭୋଟ୩୦ ବର୍ଷ ଧରି ବଧୂବେଶବଢ଼ୁଛି କରୋନା ସଂକ୍ରମଣ