ବାଲେଶ୍ୱର, ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଚାଲିଛି ଅଙ୍କ କଷା । ଏହାରି ମଧ୍ୟରେ ଆଜି ଓଡ଼ିଶାର ୨ ଆସନ ପାଇଁ ନିଜର ପ୍ରାର୍ଥୀ ଘୋଷଣା କରିଛି ବିଜେପି । ବାଲେଶ୍ୱର ସଦର ପାଇଁ ମାନସ ଦତ୍ତ, ସେହିପରି ତିର୍ତ୍ତୋଲରୁ ବିଜେପି ପ୍ରାର୍ଥୀ ହୋଇଛନ୍ତି ରାଜକିଶୋର ବେହେରା । ବାଲେଶ୍ୱର ପୂର୍ବତନ ବିଧାୟକ ମଦନ ମୋହନ ଦତ୍ତଙ୍କ ପୁଅ ହେଉଛନ୍ତି ମାନସ ଦତ୍ତ।
ବାହାନଗା ସ୍କୁଲ୍ରେ ହେବ ଶୁଦ୍ଧିକରଣଉନ୍ମୋଚନ ହେଲା ଓଡ଼ିଶା ଆମ୍ବ ଲୋଗୋଯାଜପୁର କଳିଙ୍ଗନଗର ଡୁବୁରୀ ଛକରେ ଭୟାବହ ଅଗ୍ନିକାଣ୍ଡଆଜି ମହାପ୍ରଭୁଙ୍କ ଅଣସର ସେବାର ଚତୁର୍ଥ ଦିନୟୁଟ୍ୟୁବର ‘ଅନ୍ ଟାଲେଣ୍ଟେଡ୍ ଗାଏ’ର ଚ୍ୟାନେଲ ବ୍ୟାନ୍ଗାଧୋଇବାବେଳେ ପୋଖରୀରେ ବୁଡ଼ି ୨ ମହିଳା ମୃତଅପରାହ୍ନ ୪ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳଯାତ୍ରୀଙ୍କୁ ନେଇ ପୁରୀରୁ କୋଲକାତା ଯାଉଥିବା ବସ୍ ଅଟକମୋଦୀଙ୍କ ପାଖକୁ ସ୍ୱତନ୍ତ୍ର କିସମର ଆମ୍ବ ପଠାଇଲେ ମମତା ବାନାର୍ଜୀଦୂରଦର୍ଶନର ପ୍ରଥମ ଇଂରାଜୀ ନ୍ୟୁଜ୍ ଆଙ୍କର ଗୀତାଞ୍ଜଳି ଆୟରଙ୍କ ପରଲୋକ