ଭୁବନେଶ୍ୱର, ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ସେଥିରୁ ନେତା, ମନ୍ତ୍ରୀ ଓ ଫିଲ୍ମ ଷ୍ଟାର କେହି ବାଦ ପଡ଼ୁନାହନ୍ତି । ଏହାରି ମଧ୍ୟରେ ଆଜି ଗ୍ରାମ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ଏବେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି ।
ପତ୍ନୀ ହନ୍ତା ସ୍ୱାମୀକୁ ଆଜୀବନ ଜେଲ ଦଣ୍ଡାଦେଶ ଶୁଣାଇଲେ ଭଦ୍ରକର ଅତିରିକ୍ତ ଜିଲ୍ଲା ଦୌରାଜଜ୍ଜଙ୍ଗଲରୁ ମିଳିଲା ପ୍ରେମୀଯୁଗଳଙ୍କ ମୃତ ଦେହଡିଜେ ଆଜେକ୍ସ ମୃତ୍ୟୁ ମାମଲାରେ ନୂଆ ମୋଡକାର ଧକ୍କାରେ ଚାଲିଗଲା ତିନି ଶିଶୁଙ୍କ ଜୀବନନଦୀକୁ ଡେଇଁଲେ ମହିଳାଏପ୍ରିଲ ୨୦ରେ ବର୍ଷର ପ୍ରଥମ ସୂର୍ଯ୍ୟ ପରାଗANS NEWS SUPERFAST [email protected]ରାଜ୍ୟରେ ୨୪ ଘଣ୍ଟା ୧୭ଜଣ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟଜାଣନ୍ତୁ ଗରମ ପାଣି ଶରୀର ପାଇଁ କେତେ ଲାଭକାରୀବଢୁଛି କରୋନା ଚିନ୍ତା