କରୋନା ନେଲା ୫ମୁଣ୍ଡ

ରାଜ୍ୟରେ ଆଜି ୧୦୬୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.