ସମ୍ବଲପୁର, ସମ୍ବଲପୁରରେ ଖୋଲିଲା ହୀରାକୁଦ ଡ୍ୟାମ୍ର ଗୋଟିଏ ଗେଟ୍। ଏବେ ମୋଟ ୮ଟି ଗେଟ୍ ଦେଇ ଡ୍ୟାମ୍ରୁ ଜଳ ନିଷ୍କାସନ ଜାରି ରହିଛି। ଲଘୁଚାପ ଯୋଗୁଁ ରାଜ୍ୟର କେତେକ ଜିଲ୍ଲା ରେ ବର୍ଷା ହେଉଛି। ସେହିପରି ଆଗାମୀ ୧୧ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ପୂର୍ବନୁମାନ କରିଛି ପାଣିପାଗ ବିଭାଗ। ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ଡ୍ୟାମରୁ ଜଳ ନିଷ୍କାସନ କରାଯାଉଛି।
ଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପଜାଣନ୍ତୁ ବିଲେଇ ଘରେ ମରିବା ଶୁଭ ନା ଅଶୁଭANS NEWS SUPERFAST [email protected]ଗୋଟେ ଲିମିଟ୍ ଠାରୁ ଅଧିକ ଲୁଣ ସାଜିପାରେ ମୃତ୍ୟୁର କାରଣ