ବାରିପଦା, ମୟୂରଭଞ୍ଜର ବାରିପଦା ବିଧାୟକ ପ୍ରକାଶ ସୋରେନ୍ ଆଜି ଗିରଫ ହୋଇଛନ୍ତି । ମୟୂରଭଞ୍ଜ ଆଇଟିଡି ସହକାରୀ ଯନ୍ତ୍ରୀଙ୍କୁ ମାଡ ମାରିବା ଘଟଣାରେ ବିଧାୟକଙ୍କୁ ଗିରଫ କରାଯାଇଛି । ବିଧାୟକଙ୍କ ୨ ସହଯୋଗୀଙ୍କୁ ଟାଉନ୍ ଥାନା ପୋଲିସ ଅଟକ ରଖିଛି । ତେବେ ଆହତ ସହକାରୀ ଯନ୍ତ୍ରୀ ଗଣପତି ଜେନା ପିଆରଏମ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା