ଭୁବନେଶ୍ୱର, ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ୟାକେଜ ଘୋଷଣା। ଏହାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗ୍ରାମୀଣ ଅଣୁ ଏବଂ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ଋଣ ଦିଆଯିବ । ପ୍ରତ୍ୟେକ ଉଦ୍ୟୋଗୀଙ୍କୁ ୫୦ହଜାର ଟଙ୍କା ପର୍ଯ୍ୟନ୍ତ ଏକକାଳୀନ ଋଣ ଦିଆଯିବ । ସେହିପରି କୃଷି-ଅଣ କୃଷି କ୍ଷେତ୍ରରେ ନିୟୋଜିତ ଉଦ୍ୟୋଗୀଙ୍କୁ ଋଣ ପ୍ରଦାନ କରାଯିବ । ଉଦ୍ୟୋଗ ଗୋଷ୍ଠୀ ଓ ଉତ୍ପାଦକ ଗୋଷ୍ଠୀକୁ ଦେଢ଼ ଲକ୍ଷର ଋଣ ପ୍ରଦାନ କରାଯିବ । ଅତି ଗରିବ ପରିବାର ଦ୍ୱାରା ପରିଚାଳିତ ଉଦ୍ୟୋଗଙ୍କୁ ୨୦ହଜାର ଋଣ ଦିଆଯିବ । ଏହାସହ କରୋନା ବେଳେ ପ୍ରବାସୀ ଫେରନ୍ତା ଉଦ୍ୟୋଗୀଙ୍କ ପାଇଁ ୧ଲକ୍ଷ ଟଙ୍କା ଯାଏଁ ଋଣ ପ୍ରଦାନ କରାଯିବ ।
ଗଞ୍ଜାମକୁ ଏକ ନମ୍ବର ଜିଲ୍ଲା କରିବା ପାଇଁ ସମସ୍ତେ ମିଶି କାମ କରିବା: ନବୀନ ପଟ୍ଟନାୟକଆମେରିକାର ମିସିସିପିରେ ଭୟଙ୍କର ଘୂର୍ଣ୍ଣିଝଡସଭାପତି ଭାବେ ନିର୍ବାଚିତ ହେଲେ ବରିଷ୍ଠ ଆଇନଜୀବୀ ଧରଣୀଧର ନାୟକରାଜଧାନୀରେ ଏନ୍କାଉଣ୍ଟରରୁକୁଣା ରଥଯାତ୍ରା ନେଇ ସମନ୍ୱୟ ବୈଠକ ଅନୁଷ୍ଠିତଆଜିଠାରୁ ଝଡ଼ବର୍ଷା ସମ୍ଭାବନାଜାପାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀଖୋଲିଲା ନକଲି ସାର୍ଟିଫିକେଟ ଗୁମରପରିବହନ ମନ୍ତ୍ରୀଙ୍କୁ ନବୀନଙ୍କ ଚିଠିରାଜଧାନୀରେ ଜନଜାତି ସୁରକ୍ଷା ମଞ୍ଚର ଶୋଭାଯାତ୍ରା