ଭୁବନେଶ୍ୱର, ଦେଶ ଓ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କୁହାଯାଇଥିଲା। କିନ୍ତୁ ନିର୍ଦ୍ଧାରିତ ସମୟରେ NEET ଓ JEE ପରୀକ୍ଷା ହେବ ବୋଲି ସୂଚନା ମିଳିଛି। ସେପ୍ଟେମ୍ବର ୧୩ରେ ହେବ NEET, ସେପ୍ଟେମ୍ବର ୧ ଓ ୬ରେ ହେବ JEE ପରୀକ୍ଷା । ନ୍ୟାସ୍ନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି ହୋଇଛି।
ସବୁଆଡେ ମାତିଛନ୍ତି ଲୁଟେରାଓଡ଼ିଶା ପୋଲିସର ନୂତନ ପଦକ୍ଷେପଚଢ଼ା ଦରରେ ବିକ୍ରି ହେଲେ ହେବ କାର୍ଯ୍ୟ ଅନୁଷ୍ଠାନକଏଦୀଙ୍କ ମୃତଦେହ ଉଦ୍ଧାରଓଡ଼ିଶା ଆସିବେ ଅମିତ୍ ଶାହପୁଣି ଟ୍ରେନରେ ଲାଗିଲା ନିଁଆଗରମ ସାଙ୍ଗକୁ ଅସହ୍ୟ ଗୁଳୁଗୁଳିଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣ