ଭୁବନେଶ୍ୱର, କରୋନା ସଙ୍କଟ ସମୟରେ ଛାତ୍ରଛାତ୍ରୀଙ୍କ ସିଲାବସକୁ ନେଇ ଆଜି ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଏହି ସପ୍ତାହରେ ସିଲାବସ ନେଇ ପିଲାଙ୍କ ଦ୍ୱନ୍ଦ ଦୂର ହେବ ବୋଲି ମନ୍ତ୍ରୀ କହିଛନ୍ତି । ଏହା ସହ ମନ୍ତ୍ରୀ କହିଛନ୍ତି ଯେ, ‘ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବଙ୍କ ମାଧ୍ୟମରେ ଯାଞ୍ଚ ଚାଲିଛି । ଏନେଇ ୩ଟି ବିଶେଷଜ୍ଞ କମିଟି ରିପୋର୍ଟ ଦେଇଛନ୍ତି । କେତେ ସିଲାବସ୍ କମିବ ତାହା ନିଷ୍ପତ୍ତି ହୋଇନି । ତାହା ଯେପରି ନହୁଏ, ସେ ଉପରେ ନଜର ଦିଆଯାଉଛି । ସୁଲାବସ୍ କେତେ ପ୍ରତିଶତ କଟାଯିବ, ତାହା ସ୍କୁଲ ଖୋଲିବା ଉପରେ ନିର୍ଭର କରୁଛି ।’
ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ପରେ ଟାର୍ଗେଟ କଲେ ଜୟନାରାୟଣବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ ପରେ ଟାର୍ଗେଟ କଲେ ଜୟନାରାୟଣପୋଷା କୁକୁରଙ୍କ ପାଇଁ ଆଇନ ଆଣିବ ବିଏମସିଭୂମିକମ୍ପରେ ଥରିଲା ୩ ଦେଶହୋର୍ଡିଂ ଉପରୁ ୨ ଘଣ୍ଟା ପରେ ଉଦ୍ଧାର ହେଲେ ଯୁବକପୁରୀରେ ମମତା ବାନାର୍ଜୀଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନବିଧାନସଭାରେ ହଟ୍ଟଗୋଳଗୃହରେ ଜଙ୍ଗଲ ନିଆଁଆଜି ଗିରଫ ହୋଇପାରନ୍ତି ଡୋନାଲ୍ଡ ଟ୍ରମ୍ପ