ବାଲେଶ୍ଵର, ବାଲେଶ୍ୱରରେ ପୋଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଆଜି ଜଳେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁଙ୍କୁ ନିଲମ୍ବିତ କରାଯାଇଛି । ଧନେଶ୍ୱରଙ୍କୁ ନିଲମ୍ବିତ କରିଛନ୍ତି ପୋଲିସ ଡିଜି ଅଭୟ । ଏନେଇ ଖୋଦ୍ ଡିଜିପି ଟ୍ବିଟ୍ କରି ନିଲମ୍ବନ ସମ୍ପର୍କରେ ସୂଚନା ଦେଇଛନ୍ତି ।
ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିପ୍ରକୃତି ମିଶ୍ରଙ୍କ ଅଭିଯୋଗ ଉପରେ ସଞ୍ଜୟ ନାୟକଙ୍କ ଜବାବ, “ସତ କହିଲେ ଛାତି ଫାଟେ”ଭଙ୍ଗା ହେଲା ବାହନାଗା ହାଇସ୍କୁଲ:ହେବ ପୁନଃନିର୍ମାଣଭୁବନେଶ୍ୱର ଏମ୍ସରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଆଜିଠୁ କମ୍ପିବ କଳିଙ୍ଗଦିଲ୍ଲୀର ଡାକ୍ତରଖାନାରେ ଲାଗିଲା ନିଆଁଆଜି ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି ହେବ ଫୁଲୁରୀ ତେଲରଥଯାତ୍ରା ପାଇଁ ପୁରୀ ସହରକୁ ଜଗିବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସହାଇସିକ୍ୟୁରିଟି ନମ୍ବର ନଥିଲେ ଚାଳକଙ୍କୁ ନିସ୍ତାର ନାହିଁସ୍ୱାମୀ ଓ ଶାଶୁକୁ ବିଷ ଦେଲା ବୋହୂ