You are currently viewing ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜୀବନବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ

  • Post category:ଓଡିଶା
  • Reading time:1 mins read

ଢେ଼ଙ୍କାନାଳ, ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଜୀବନ ବିନ୍ଦୁ ଅଭିଯାନ କାର୍ଯ୍ୟକ୍ରମ ଅଗଷ୍ଟ ୯ ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ଚାଲୁ ରହିବ।

ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ସାଂସଦ, ଜିଲ୍ଲାର ବିଧାୟକ ଶ୍ରୀଯୁକ୍ତ ସୁଧୀର କୁମାର ସାମଲ, ପର୍ଯ୍ୟବେକ୍ଷକ, ବିଜୟ କୁମାର ନାୟକ, ଶ୍ରୀ ସରୋଜ କୁମାର ମହାପାତ୍ର ପ୍ରମୁଖ ଯୋଗ ଦେଇଥିଲେ।

ଅନ୍ୟମାନଙ୍କୁ ଜଣାନ୍ତୁ।